2 ଶାମୁୟେଲ 20:9 - ପବିତ୍ର ବାଇବଲ9 ଯୋୟାବ ଅମାସାକୁ ପଗ୍ଭରିଲା, “କି ଭାଇ ତୁମ୍ଭର ମଙ୍ଗଳ?” ତହୁଁ ଯୋୟାବ ଅମାସାକୁ ଚୁମ୍ବନ କରିବା ପାଇଁ ନିଜର ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। Gade chapit laଓଡିଆ ବାଇବେଲ9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। Gade chapit la |
ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ।