Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:13 - ପବିତ୍ର ବାଇବଲ

13 ଏ ନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ, ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

Gade chapit la Kopi

ଓଡିଆ ବାଇବେଲ

13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

Gade chapit la Kopi




2 ଶାମୁୟେଲ 21:13
2 Referans Kwoze  

ସେତେବେଳେ ଦାଉଦ ଯାଇ ଯାବେ‌‌‌ଶ୍‌‌-ଗିଲିୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗି‌ଲ୍‌ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାରା ବୈଥ୍‌ଶାନ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେ‌‌‌ଶ୍‌‌-ଗିଲିୟଦୀୟମାନେ ସେହି ସ୍ଥାନରୁ ତାହା ଗ୍ଭେରି କରି ନେଇଥିଲେ।


ଏହା ପରେ ସେମାନେ ଶାଉଲଙ୍କର ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀ‌ଶ୍‌ର କବର ମଧ୍ୟରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହା ସବୁ କଲେ। ତହିଁପରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶପ୍ରତି ପ୍ରସନ୍ନ ହେଲେ।


Swiv nou:

Piblisite


Piblisite