2 ଶାମୁୟେଲ 21:15 - ପବିତ୍ର ବାଇବଲ15 ଏହା ପରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଳାନ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ଦାସମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳା; ହେଲେ। Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ। Gade chapit la |