Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:18 - ପବିତ୍ର ବାଇବଲ

18 ଏହା ପରେ ପୁଣି ଥରେ ଗୋବରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

Gade chapit la Kopi




2 ଶାମୁୟେଲ 21:18
6 Referans Kwoze  

ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;


ଏହା ପରେ ପୁଣି ଥରେ ଗାଥ୍‌ରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ୟ ଦୀର୍ଘକାୟ ବଂଶଜାତ।


ସିବ୍ବଖୟ ଅଷ୍ଟମ ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ଅଷ୍ଟମ ମାସର ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ହୂଶାତୀୟରୁ ଆସିଥିଲେ। ସିବ୍ବଖୟ ସେରହଙ୍କ ପରିବାରରୁ ଆସିଥିଲେ। ସିବ୍ବଖୟଙ୍କ ଦଳରେ 24,000 ଲୋକ ଥିଲେ।


ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।


ଏହି ଗ୍ଭରିଜଣ ଗାଥ୍‌ରେ ଦୀର୍ଘକାୟ ବଂଶରେ ଜନ୍ମି ଥିଲେ, ଏବଂ ସେମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଲୋକମାନଙ୍କ ହସ୍ତରେ ହତ ହେଲେ।


Swiv nou:

Piblisite


Piblisite