Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:20 - ପବିତ୍ର ବାଇବଲ

20 ଏହା ପରେ ପୁଣି ଥରେ ଗାଥ୍‌ରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Gade chapit la Kopi

ଓଡିଆ ବାଇବେଲ

20 ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Gade chapit la Kopi




2 ଶାମୁୟେଲ 21:20
4 Referans Kwoze  

ଏହା ପରେ ପୁଣି ଥରେ ଗୋବରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।


ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।


ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା।


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ ଦାଉଦଙ୍କର ଭ୍ରାତା ଶିମିୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


Swiv nou:

Piblisite


Piblisite