2 ଶାମୁୟେଲ 21:22 - ପବିତ୍ର ବାଇବଲ22 ଏହି ଗ୍ଭରିଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମି ଥିଲେ, ଏବଂ ସେମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଲୋକମାନଙ୍କ ହସ୍ତରେ ହତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ। Gade chapit laଓଡିଆ ବାଇବେଲ22 ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ। Gade chapit la |
ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।”