Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:4 - ପବିତ୍ର ବାଇବଲ

4 ତହିଁରେ ଗିବିୟୋନୀୟମାନେ ରାଜାଙ୍କୁ କହିଲେ, “ଆମ୍ଭମାନଙ୍କୁ କ୍ଷତି ପୂରଣ ଦେବା ପାଇଁ କିମ୍ବା ତାଙ୍କ ବଂଶରେ ଯଥେଷ୍ଟ ସୁନା କି ରୂପା ନାହିଁ। କିନ୍ତୁ ଇସ୍ରାଏଲରେ କାହାକୁ ହତ୍ୟା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।” ତା'ପରେ ସେ କହିଲେ, “ତୁମ୍ଭେମାନେ ଯାହା ଗ୍ଭହିଁବ ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ଵନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ତ କରିବା ଆମ୍ଭମାନଙ୍କର ଉଚିତ ନୁହେଁ। ତହୁଁ ସେ କହିଲେ, ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

Gade chapit la Kopi




2 ଶାମୁୟେଲ 21:4
5 Referans Kwoze  

“ଆହୁରି ମୃତ୍ୟୁଦଣ୍ଡରେ ଦଣ୍ତିତ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣ କରାଯାଇ ନ ପାରେ। ତାକୁ ନିଶ୍ଚିତ ଭାବରେ ହତ୍ୟା କରାଯିବ।


“ପୁଣି କୌଣସି ହତ୍ୟାକାରୀ ଆଶ୍ରୟ ନଗରରୁ ପଳାଇଯାଇ ପୁନର୍ବାର ଆପଣା ଦେଶକୁ ଫେରି ଆସିବାକୁ ଅନୁମତି ଦେବା ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣୀୟ ନୁହେଁ, ମହାଯାଜକ ମୃତ୍ୟୁବରଣ ନ କରିବା ପର୍ଯ୍ୟନ୍ତ।


ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?” ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।


Swiv nou:

Piblisite


Piblisite