2 ଶାମୁୟେଲ 21:5 - ପବିତ୍ର ବାଇବଲ5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରୁଦ୍ଧରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନ ରହୁ ଓ ସେଠାରୁ ବିତାଡ଼ିତ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେମାନେ ରାଜାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି, Gade chapit laଓଡିଆ ବାଇବେଲ5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି, Gade chapit la |