Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:17 - ପବିତ୍ର ବାଇବଲ

17 ସଦାପ୍ରଭୁ ଉର୍ଦ୍ଧରୁ ମୋତେ ହସ୍ତ ବଢ଼ାଇ ଉଦ୍ଧାର କଲେ। ସଦାପ୍ରଭୁ ସେହି ଗଭୀର ଜଳରୁ ହାତ ବଢ଼ାଇ ମୋତେ ଟେକି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେ ଊର୍ଦ୍ଧ୍ଵରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।

Gade chapit la Kopi

ଓଡିଆ ବାଇବେଲ

17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।

Gade chapit la Kopi




2 ଶାମୁୟେଲ 22:17
12 Referans Kwoze  

ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର। ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।


ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।


ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ। ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।


ତା'ପରେ ସେ ସ୍ୱର୍ଗଦୂତ ମୋତେ କହିଲେ, “ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ୟା ବସୁଥିବାର ଦେଖିଲ, ସେହି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।


ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।


ସେହି ଶିଶୁଟି ବଢ଼ିବାକୁ ଲାଗିଲା ଏବଂ କିଛି ଦିନ ପରେ ସେହି ସ୍ତ୍ରୀ ଲୋକଟି ରାଜକନ୍ୟାକୁ ସେହି ଶିଶୁଟିକୁ ଫେରାଇ ଦେଲା। ରାଜକନ୍ୟା ସେହି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମୋଶା ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।


ମୋ’ ମସ୍ତକ ଉପରେ ଜଳ ବହିଗଲା ଓ ମୁଁ କହିଲି, “ମୁଁ ଶେଷ ହେଲି।”


ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।


Swiv nou:

Piblisite


Piblisite