Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:19 - ପବିତ୍ର ବାଇବଲ

19 ମୁଁ ଯେତେବେଳେ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ, କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ଅବଲମ୍ଵନ ହେଲେ।

Gade chapit la Kopi

ଓଡିଆ ବାଇବେଲ

19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।

Gade chapit la Kopi




2 ଶାମୁୟେଲ 22:19
12 Referans Kwoze  

ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।


ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।


ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”


ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


Swiv nou:

Piblisite


Piblisite