2 ଶାମୁୟେଲ 22:22 - ପବିତ୍ର ବାଇବଲ22 କାରଣ ମୁଁ ସଦାପ୍ରଭୁଙ୍କ ଆଦେଶ ପାଳନ କରେ। ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ନ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ଵରଙ୍କୁ ତ୍ୟାଗ କଲି ନାହିଁ। Gade chapit laଓଡିଆ ବାଇବେଲ22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ। Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”