Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:27 - ପବିତ୍ର ବାଇବଲ

27 ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।

Gade chapit la Kopi

ଓଡିଆ ବାଇବେଲ

27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।

Gade chapit la Kopi




2 ଶାମୁୟେଲ 22:27
9 Referans Kwoze  

ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ; କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।


ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।


“ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା'ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ।


ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”


ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।


ଖ୍ରୀଷ୍ଟ ପବିତ୍ର। ଯେ କେହି ଖ୍ରୀଷ୍ଟଙ୍କଠାରେ ଆଶା ରଖେ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରଖେ।


Swiv nou:

Piblisite


Piblisite