Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:47 - ପବିତ୍ର ବାଇବଲ

47 ସଦାପ୍ରଭୁ ଜୀବିତ! ମୁଁ ମୋର ଶୈଳକୁ ପ୍ରଶଂସା କରେ! ପରମେଶ୍ୱର ମହାନ। ସେ ହିଁ ସେଇ ଶୈଳ ଯିଏ ମୋତେ ରକ୍ଷା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ’ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

Gade chapit la Kopi




2 ଶାମୁୟେଲ 22:47
7 Referans Kwoze  

ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା, ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’


ସେ ମୋର ପରମେଶ୍ୱର, ଶୈଳସ୍ୱରୂପ, ମୁଁ ତାଙ୍କ ପାଖକୁ ଆଶ୍ରୟ ପାଇଁ ଦୌଡ଼ିବି, ପରମେଶ୍ୱର ମୋର ଢାଲ, ତାଙ୍କର ଶକ୍ତି ମୋତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମୋର ଆଶ୍ରୟ ସ୍ଥାନ, ମୋର ନିରାପଦ ସ୍ଥାନ, ଉଚ୍ଚ ଦୁର୍ଗ, ସେ ମୋତେ ଦୁଷ୍ଟମାନଙ୍କର ଦୌରାତ୍ମ୍ୟରୁ ରକ୍ଷା କରନ୍ତି।


ମୁଁ ଜାଣେ ମୋର ରକ୍ଷାକର୍ତ୍ତା ଜୀବିତ ଏବଂ ଶେଷରେ ସେ ମୋତେ ରକ୍ଷା କରିବା ପାଇଁ ପୃଥିବୀରେ ଠିଆ ହେବେ।


ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।


ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି। ସେ ମୋତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଏବଂ ମୁଁ ତାଙ୍କର ସମ୍ମାନ କରିବି।


ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।


Swiv nou:

Piblisite


Piblisite