2 ଶାମୁୟେଲ 23:18 - ପବିତ୍ର ବାଇବଲ18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit laଓଡିଆ ବାଇବେଲ18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା। Gade chapit la |
ଦାଉଦ ତାଙ୍କର ଲୋକମାନଙ୍କୁ ମୋଟ ତିନି ଭାଗରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀୟାଂଶ ଲୋକମାନଙ୍କ ଉପରେ ନିଯୁକ୍ତି ହେଲେ। ଅନ୍ୟ ଏକ ତୃତୀୟାଂଶ ଯୋୟାବର ଭାଇ ସରୁୟାର ପୁତ୍ର ଅବୀଶୟର ଆଦେଶର ଅଧୀନରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀୟାଂଶ ଗାଥ୍ର ଇତ୍ତୟ ଆଦେଶର ଅଧୀନରେ ଥିଲେ। ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କ ସହିତ ଯୁଦ୍ଧକୁ ଯିବି।”
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦେଲା ନାହିଁ। ଏବଂ ଯୋୟାବ ସେହି ଖଡ଼୍ଗରେ ତା'ର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା। ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ। ସେଥିରେ ହିଁ ସେ ମରି ଯାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶୟ ବିଖ୍ରିର ପୁତ୍ର ପଛରେ ଗୋଡ଼ାଇବାକୁ ଆରମ୍ଭ କଲେ। ଯୋୟାବ ଓ ତା'ର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।