Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:19 - ପବିତ୍ର ବାଇବଲ

19 ସେ ଏହି ତିନିଙ୍କ ମଧ୍ୟରେ ପ୍ରସିଦ୍ଧ ଥିଲା। ଏହି ହେତୁ ସେ ସେମାନଙ୍କର ସେନାପତି ହେଲା। ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟ; ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

19 ଏହି ତିନିଙ୍କ ମଧ୍ୟରେ ସେ କ’ଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା ? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

Gade chapit la Kopi




2 ଶାମୁୟେଲ 23:19
9 Referans Kwoze  

“ଭଲ ମାଟି ଉପରେ ପଡ଼ିଥିବା ବୀଜର ଅର୍ଥ କ’ଣ? ସେହି ଲୋକ ଭଳି ସେ ସୁସମାଗ୍ଭର ଶୁଣେ ଓ ତାକୁ ବୁଝିପାରେ। ସେ ଲୋକ ସଫଳ ହୁଏ। ସେହି ସଫଳତା ବେଳେବେଳେ ଶହେ ଗୁଣ, ଷାଠିଏ ଗୁଣ ଓ ତିରିଶ୍ ଗୁଣ ପର୍ଯ୍ୟନ୍ତ ମିଳିଥାଏ।”


ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା।


ସୂର୍ଯ୍ୟର ଜ୍ୟୋତିଃ ଗୋଟିଏ ପ୍ରକାରର, ଚନ୍ଦ୍ରର ଜ୍ୟୋତିଃ ଅନ୍ୟ ପ୍ରକାରର ଓ ତାରାମାନଙ୍କର ଜ୍ୟୋତିଃ ଆହୁରି ଅନ୍ୟପ୍ରକାରର, ଗୋଟିଏ ତାରାର ଜ୍ୟୋତିଃ, ଅନ୍ୟ ତାରାମାନଙ୍କଠାରୁ ଅଲଗା।


ବନାୟ ତିରିଶ୍ ଜଣ ବୀରଙ୍କଠାରୁ ମଧ୍ୟ ବିଖ୍ୟାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ୟରୁ ଜଣେ ନ ଥିଲେ। ଦାଉଦ ବନାୟଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ।


ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈ‌ଥ୍‌ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ।


ତା'ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।


ତା'ପରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ଜଣ ଶକ୍ତିଶାଳୀ ବୀରଙ୍କ ମଧ୍ୟରେ ଜଣେ ଥିଲା, ଯେତେବେଳେ ସେମାନେ ପଲେଷ୍ଟୀୟମାନଙ୍କୁ ମୁକାବୁଲା କଲେ, ସେମାନେ ଦାଉଦଙ୍କ ସହିତ ଥିଲେ। ସେମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ କିନ୍ତୁ ଇସ୍ରାଏଲ ଲୋକମାନେ ଦୌଡ଼ି ପଳାଇଲେ।


ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା।


ତା'ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କ‌ବ୍‌ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା।


Swiv nou:

Piblisite


Piblisite