Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:23 - ପବିତ୍ର ବାଇବଲ

23 ବନାୟ ତିରିଶ୍ ଜଣ ବୀର ଅପେକ୍ଷା ଅଧିକ ବିଖ୍ୟାତ ଥିଲା। ତଥାପି ସେ ପ୍ରଥମ ତିନି ଜଣ ବୀରଙ୍କ ତୁଲ୍ୟ ନ ଥିଲା। ଆଉ ଦାଉଦ ତାକୁ ନିଜର ପ୍ରହରୀ ଦଳ ଉପରେ ନିଯୁକ୍ତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi




2 ଶାମୁୟେଲ 23:23
7 Referans Kwoze  

ସେହି ବନାୟ ହିଁ ତିରିଶ୍ ଜଣ ବୀରଙ୍କ ମଧ୍ୟରେ ଜଣେ ସାହସୀ ବୀର ଥିଲେ। ବନାୟ ସେହି ଲୋକମାନଙ୍କୁ ପରିଗ୍ଭଳିତ କରୁଥିଲେ। ବନାୟଙ୍କ ପୁତ୍ର ଅମ୍ମୀଷାବଦ ବନାୟଙ୍କ ଦଳର ଦାୟିତ୍ୱରେ ଥିଲେ।


ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।


ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।


ଅହୀମେଲକ ରାଜାଙ୍କୁ ଉତ୍ତର ଦେଲେ, “ଆପଣଙ୍କ ସମସ୍ତ ଦାସମାନଙ୍କ ମଧ୍ୟରେ, ଦାଉଦ ପରି କିଏ ବିଶ୍ୱାସୀ, ସେତ ମହାରାଜାଙ୍କ ଜ୍ୱାଇଁ ଏବଂ ଦାଉଦ ହେଉଛନ୍ତି ଆପଣଙ୍କର ଦେହରକ୍ଷୀମାନଙ୍କର ମୁଖ୍ୟ, ଆପଣଙ୍କ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସମ୍ମାନ କରନ୍ତି।


ଯିହୋୟାଦାର ପୁତ୍ର ବନାୟ ଏହିପରି ସାହସିକ କାର୍ଯ୍ୟମାନ କଲା ଏବଂ ସେ ଏହି ତିନି ବୀରମାନଙ୍କ ମଧ୍ୟରେ ବିଖ୍ୟାତ ଥିଲା।


ଯୋୟାବର ଭ୍ରାତା ଅସାହେଲ୍ ଉକ୍ତ ତିରିଶ୍ ଜଣ ମଧ୍ୟରେ ଜଣେ ଥିଲା। ସେହି ତିରିଶ୍ ଜଣ ବୀରମାନଙ୍କ ମଧ୍ୟରେ ବୈ‌ଥ୍‌ଲେହମସ୍ଥ ଦୋଦୟର ପୁତ୍ର ଇ‌ଲ୍‌ହାନନ୍ ଥିଲା।


ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।


Swiv nou:

Piblisite


Piblisite