2 ଶାମୁୟେଲ 23:4 - ପବିତ୍ର ବାଇବଲ4 ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ। ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ, ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ, ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’ Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବେ; ସେସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ଵାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। Gade chapit laଓଡିଆ ବାଇବେଲ4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। Gade chapit la |