2 ଶାମୁୟେଲ 23:7 - ପବିତ୍ର ବାଇବଲ7 ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ। ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ। ସେଗୁଡ଼ିକ ନିଆଁରେ ପୋଡ଼ାଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ତରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ନିଃଶେଷ ରୂପେ ଅଗ୍ନିରେ ଦଗ୍ଧ ହେବେ। Gade chapit laଓଡିଆ ବାଇବେଲ7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।” Gade chapit la |