2 ଶାମୁୟେଲ 24:14 - ପବିତ୍ର ବାଇବଲ14 ଦାଉଦ ଗାଦ୍କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ। Gade chapit laଓଡିଆ ବାଇବେଲ14 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।” Gade chapit la |
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।