2 ଶାମୁୟେଲ 24:15 - ପବିତ୍ର ବାଇବଲ15 ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Gade chapit laଓଡିଆ ବାଇବେଲ15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Gade chapit la |
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା