2 ଶାମୁୟେଲ 24:19 - ପବିତ୍ର ବାଇବଲ19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟନୁସାରେ ଉଠି ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ। Gade chapit laଓଡିଆ ବାଇବେଲ19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ। Gade chapit la |
ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।”