2 ଶାମୁୟେଲ 24:22 - ପବିତ୍ର ବାଇବଲ22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)22 ତହୁଁ ଅରୌଣା ଦାଉଦଙ୍କୁ କହିଲା, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି; Gade chapit laଓଡିଆ ବାଇବେଲ22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;” Gade chapit la |
ଏବଂ ବୈଥ୍-ଶେମଶରେ ଯିହୋଶୂୟ ନାମକ ଜଣେ ଲୋକର କ୍ଷେତ୍ରରେ ଶଗଡ଼ଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା। ଲେବୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଓ ଥଳି ଭିତରେ ଥିବା ସୁବର୍ଣ୍ଣର ନକ୍ସାକୁ ବିରାଟ ପଥର ଉପରେ ରଖିଲେ। ତା'ପରେ ବୈଥ୍-ଶେମଶୀର ଲୋକମାନେ ଶଗଡ଼ଟିକୁ କାଟିଲେ ଏବଂ ଗାଈ ଦୁଇଟିକୁ ହତ୍ୟା କଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ନିକଟରେ ବଳି ଦେଲେ। ସେହି ଦିନ ସେମାନେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ।