Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:23 - ପବିତ୍ର ବାଇବଲ

23 ହେ ମହାରାଜ, ଅରୌଣା ଏ ସମସ୍ତ ମହାରାଜାଙ୍କୁ ଦେଉଅଛି।” ପୁଣି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କୁ ଗ୍ରହଣ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

Gade chapit la Kopi




2 ଶାମୁୟେଲ 24:23
10 Referans Kwoze  

ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।


ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।


କେଦରର ସମସ୍ତ ମେଷ ତୁମ୍ଭ ନିକଟରେ ଏକତ୍ରିତ ହେବେ ଓ ନବାୟୋତର ମେଷପଲ ତୁମ୍ଭର ସେବା କରିବେ। ସେମାନେ ଆମ୍ଭଦ୍ୱାରା ଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦି ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ୱରୂପ ମନ୍ଦିରକୁ ଭୂଷିତ କରିବା।


ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସେହି ଉତ୍ତମ ଆଚରଣରେ ସେ ସ୍ଥିର ରହେ।


ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ। ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।


Swiv nou:

Piblisite


Piblisite