Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:9 - ପବିତ୍ର ବାଇବଲ

9 ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ‌‌ଖ‌ଡ଼୍‌ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯୋୟାବ ଗଣିତ ଲୋକମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ଼୍‍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।

Gade chapit la Kopi




2 ଶାମୁୟେଲ 24:9
5 Referans Kwoze  

ଯିହୁଦା ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଏହା ତାଙ୍କୁ 9ମାସ 20ଦିନ ସମୟ ଲାଗିଲା। ଏହା ପରେ ସେମାନେ ଯିରୁଶାଲମକୁ ଫେରି ଆସିଲେ।


Swiv nou:

Piblisite


Piblisite