2 ଶାମୁୟେଲ 3:1 - ପବିତ୍ର ବାଇବଲ1 ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ବେଳକୁବେଳ ବଳବାନ ହେଲେ, ମାତ୍ର ଶାଉଲ ବଂଶ ବେଳକୁବେଳ କ୍ଷୀଣ ହେଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ। Gade chapit la |
ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”