2 ଶାମୁୟେଲ 3:19 - ପବିତ୍ର ବାଇବଲ19 ଅବ୍ନର ଏହିସବୁ କଥାଗୁଡ଼ିକ ଦାଉଦଙ୍କୁ ହିବ୍ରୋଣଠାରେ କହିଲେ, ଏବଂ ବିନ୍ୟାମୀନ ବଂଶଧରକୁ କହିଲେ। ଅବ୍ନରଙ୍କର ଏହିକଥା ଇସ୍ରାଏଲର ଲୋକମାନଙ୍କୁ ଓ ବିନ୍ୟାମୀନ ପରିବାରବର୍ଗର ଲୋକମାନଙ୍କୁ ଶୁଣିବାକୁ ଭଲ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଅବ୍ନର ବିନ୍ୟାମୀନର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା। Gade chapit laଓଡିଆ ବାଇବେଲ19 ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା। Gade chapit la |