Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:23 - ପବିତ୍ର ବାଇବଲ

23 ଯୋୟାବ ଓ ତାଙ୍କର ସୈନ୍ୟମାନେ ହିବ୍ରୋଣଠାରେ ପହଞ୍ଚିଲେ। ସୈନ୍ୟମାନେ ଯୋୟାବକୁ କହିଲେ, “ନରର ପୁତ୍ର ଅ‌‌ବ୍‌‌ନର‌ ଦାଉଦଙ୍କ ନିକଟକୁ ଆସିଥିଲା ଓ ଦାଉଦ ଅ‌‌ବ୍‌‌ନର‌କୁ ଶାନ୍ତିରେ ଯିବାକୁ ଦେଲେ। ସେଥିପାଇଁ ସେ ନିରାପଦରେ ଫେରିଗଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ ଜଣାଇ କହିଲେ, ନରର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”

Gade chapit la Kopi




2 ଶାମୁୟେଲ 3:23
4 Referans Kwoze  

ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ଯୋୟାବ ଏବଂ ଦାଉଦଙ୍କର ଉଚ୍ଚପଦସ୍ଥ ସାମରୀକ ପଦାଧିକାରୀମାନେ ଯୁଦ୍ଧରୁ ଫେରିଲେ। ଏବଂ ସେମାନେ ସେମାନଙ୍କ ସହିତ ଶତ୍ରୁମାନଙ୍କଠାରୁ ବହୁ ମୂଲ୍ୟବାନ ପଦାର୍ଥ ସଙ୍ଗରେ ଆଣିଥିଲେ। ଅ‌‌ବ୍‌‌ନର‌ ହିବ୍ରୋଣରେ ସେତେବେଳେ ଦାଉଦଙ୍କ ସଙ୍ଗରେ ନ ଥିଲେ। କାରଣ ସେ ତାଙ୍କୁ ଯିବାକୁ ଦେଇଥିବାରୁ ସେ ସେଠାରୁ ଶାନ୍ତିରେ ସ୍ଥାନ ପରିତ୍ୟାଗ କରିଥିଲେ।


ଯୋୟାବ ରାଜାଙ୍କ ସମ୍ମୁଖକୁ ଆସିଲେ ଏବଂ ପଗ୍ଭରିଲେ, “ଆପଣ କ’ଣ କଲେ? ଅ‌‌ବ୍‌‌ନର‌ ଆପଣଙ୍କ ନିକଟକୁ ଆସିଥିଲା, କିନ୍ତୁ ଆପଣ ତାକୁ ଆଘାତ ନ କରି ପଠାଇ ଦେଲେ।


ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦେବା କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦେବା ଯଥାର୍ଥ ନୁହେଁ।


Swiv nou:

Piblisite


Piblisite