Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:28 - ପବିତ୍ର ବାଇବଲ

28 ଏହା ପରେ ଦାଉଦ ଏ କଥା ଜାଣିବାକୁ ପାଇଲେ, ଏବଂ କହିଲେ, “ନରର ପୁତ୍ର ଅ‌‌ବ୍‌‌ନର‌ ରକ୍ତପାତ ବିଷୟରେ ସବୁ ବେଳେ ମୁଁ ଓ ମୋର ରାଜ୍ୟ ନିର୍ଦ୍ଦୋଷୀ। ସଦାପ୍ରଭୁ ଏହି ବିଷୟରେ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, ନରର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନ; କାଳ ନିର୍ଦ୍ଦୋଷ;

Gade chapit la Kopi

ଓଡିଆ ବାଇବେଲ

28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତ କାଳ ନିର୍ଦ୍ଦୋଷ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;

Gade chapit la Kopi




2 ଶାମୁୟେଲ 3:28
10 Referans Kwoze  

“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।


ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”


“ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଆଘାତ କରେ ଓ ହତ୍ୟାକରେ, ତେବେ ଆଘାତ କରିଥିବା ବ୍ୟକ୍ତିକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।


“ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ତିଆରି କରିଛନ୍ତି। ତେଣୁ ଯେକେହି ମନୁଷ୍ୟକୁ ହତ୍ୟା କରିବ, ସେ ନିଶ୍ଚିତ ଅନ୍ୟ ମନୁଷ୍ୟ ଦ୍ୱାରା ମରାଯିବ।


ଏହା ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି।


ଯେତେବେଳେ ଅ‌‌ବ୍‌‌ନର‌ ହିବ୍ରୋଣଠାରେ ପହଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳାରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ୱାର ଭିତରକୁ ନେଇଗଲେ। ଏବଂ ଯୋୟାବ ଅ‌‌ବ୍‌‌ନର‌କୁ ସେହିଠାରେ ତାଙ୍କ ପେଟରେ ‌‌ଖ‌ଡ଼୍‌ଗ ଭୂଷି ମାରି ଦେଲେ। ଅ‌‌ବ୍‌‌ନର‌ ଯୋୟାବର ଭାଇ ଅସାହେ‌ଲ୍‌କୁ ହତ୍ୟା କରିଥିଲେ। ତେଣୁ ଯୋୟାବ ଅ‌‌ବ୍‌‌ନର‌କୁ ହତ୍ୟା କଲେ।


ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାୟୀ ଏବଂ ମୁଁ ଭାବୁଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କୁଷ୍ଠରୋଗରେ ଆକ୍ରାନ୍ତ ହେବେ, ଅଭାବରେ ରହିବେ ଓ ଯୁଦ୍ଧରେ ହତ ହେବେ।”


ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।”


Swiv nou:

Piblisite


Piblisite