Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:33 - ପବିତ୍ର ବାଇବଲ

33 ରାଜା ଦାଉଦ ଅ‌‌ବ୍‌‌ନର‌ ଚିତାରେ ଛିଡ଼ା ହୋଇ ଏହି ଦୁଃଖ ଗୀତ ବୋଲିଲେ, “ଅ‌‌ବ୍‌‌ନର‌ ଏକ ଦୁଷ୍ଟ ଦୋଷୀପରି ମଲା କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?

Gade chapit la Kopi

ଓଡିଆ ବାଇବେଲ

33 ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ,” ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?

Gade chapit la Kopi




2 ଶାମୁୟେଲ 3:33
10 Referans Kwoze  

ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି।


ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ପାଇଁ ଦାଉଦ ଏକ ଦୁଃଖଦ ଗୀତ ଗାଇଲେ।


ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।”


ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ୟ ପ୍ରାଣର ଫାନ୍ଦ ସ୍ୱରୂପ।


ଅ‌‌ବ୍‌‌ନର‌ ତୁମ୍ଭ ହାତ ବନ୍ଧା ନ ଥିଲା କି? ତୁମ୍ଭ ପାଦରେ ଶିଙ୍କୁଳି ନ ଥିଲା, ତଥାପି, ତୁମ୍ଭକୁ ଦୁଷ୍ଟ ଲୋକମାନେ ମାରି ଦେଲେ।” ତା'ପରେ ସମସ୍ତ ଲୋକ ଅ‌‌ବ୍‌‌ନର‌ ପାଇଁ ରୋଦନ କଲେ।


“ଏହି ବିଳାପ ଗୀତ ଲୋକେ ଗାନ କରିବେ। ଜାତିମାନଙ୍କର କନ୍ୟାମାନେ ବିଳାପ କରି ଏହି ଗୀତ ଗାଇବେ। ସେମାନେ ମିଶରର ସମଗ୍ର ଜନତା ଉଦ୍ଦେଶ୍ୟରେ ବିଳାପ ପରି ଏହା ଗାନ କରିବେ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


Swiv nou:

Piblisite


Piblisite