2 ଶାମୁୟେଲ 3:35 - ପବିତ୍ର ବାଇବଲ35 ଦିନତମାମ ଲୋକମାନେ ଦାଉଦଙ୍କୁ ଖାଇବାକୁ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, “ଯଦି ସୂର୍ଯ୍ୟାସ୍ତ ପୂର୍ବରୁ ମୁଁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତେବେ ପରମେଶ୍ୱର ମୋତେ ଦଣ୍ତ ଓ ଦୁଃଖ ଦେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଆହାର କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୋଟୀ କି ଆଉ କିଛି ଆସ୍ଵାଦ କରେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ। Gade chapit laଓଡିଆ ବାଇବେଲ35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।” Gade chapit la |
ମୁଁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁଁ ବର୍ତ୍ତମାନ ନିଶ୍ଚିତ ହେଉଅଛି ଯେ, ପରମେଶ୍ୱର ଯାହା କହିଥିଲେ, ତାହା ଘଟିବାକୁ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରୁ ରାଜ ସିଂହାସନ ନେଇ ଦାଉଦଙ୍କୁ ଦେବେ। ସଦାପ୍ରଭୁ ଦାଉଦଙ୍କୁ ଯିହୁଦା ଏବଂ ଇସ୍ରାଏଲର ରାଜା କରିବେ। ସେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଶାସନ କରିବେ। ଏବଂ ମୁଁ ଭାବୁଛି, ସଦାପ୍ରଭୁ ମୋ’ ଉପରେ ଅନ୍ୟାୟ କରିବେ ଯଦି ମୁଁ ତାହା ନ କରେ।”