Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:37 - ପବିତ୍ର ବାଇବଲ

37 ଏହିପରି ନରର ପୁତ୍ର ଅ‌‌ବ୍‌‌ନର‌କୁ ହତ୍ୟା କରିବା ଯେ ରାଜାଙ୍କ ଆଡ଼କୁ ହୋଇ ନାହିଁ, ଏ କଥା ସେଦିନ ଇସ୍ରାଏଲର ସମସ୍ତ ଲୋକ ବୁଝିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏହିରୂପେ ନରର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।

Gade chapit la Kopi

ଓଡିଆ ବାଇବେଲ

37 ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।

Gade chapit la Kopi




2 ଶାମୁୟେଲ 3:37
6 Referans Kwoze  

ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ସମସ୍ତ ଲୋକ ଏ କଥା ବୁଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟିରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦୟଙ୍ଗମ କଲେ।


ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା।


ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ।


ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ୟା କରିଥିଲେ। ସେମାନେ ହେଲେ ଇସ୍ରାଏଲର ସେନାପତି ନରର ପୁତ୍ର ଅ‌‌ବ୍‌‌ନର‌ ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା। ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ୟା କରିଥିଲା। ତେଣୁ ସେହି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦେବେ।


ପୂର୍ବ ମନଃଶିର: ଯିଖରିୟଙ୍କ ପୁତ୍ର ଯିଦ୍ଦୋ; ବିନ୍ୟାମୀନ: ଅ‌‌ବ୍‌‌ନର‌ଙ୍କ ପୁତ୍ର ଯାସୀୟେଲ;


Swiv nou:

Piblisite


Piblisite