Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:5 - ପବିତ୍ର ବାଇବଲ

5 ଷଷ୍ଠ ପୁତ୍ର ହେଲେ, ଯିତ୍ରିୟମ୍। ସେ ଦାଉଦଙ୍କର ସ୍ତ୍ରୀ ଇଗ୍ଲାର ପୁତ୍ର। ଏହିପରି ଛଅଟି ପୁତ୍ର ଦାଉଦଙ୍କର ହିବ୍ରୋଣରେ ଜନ୍ମ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଷଷ୍ଠ ଯିତ୍ରିୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।

Gade chapit la Kopi




2 ଶାମୁୟେଲ 3:5
4 Referans Kwoze  

ଚତୁର୍ଥ ପୁତ୍ର ଜନ୍ମ ହେଲେ, ତାଙ୍କର ନାମ ଅଦୋନୀୟ, ଅଦୋନୀୟର ମାତା ହେଲେ, ହଗୀତ୍ ଏବଂ ପଞ୍ଚମ ପୁତ୍ର ହେଲେ ଶଫଟୀୟ ସେ ଅବିଟଲର ପୁତ୍ର।


ଶାଉଲ ବଂଶ ଓ ଦାଉଦ ବଂଶ ଯୁଦ୍ଧ ଲାଗିବା ସମୟରେ ଅ‌‌ବ୍‌‌ନର‌ ଶାଉଲଙ୍କ ଗୃହ ମଧ୍ୟରେ ନିଜକୁ ବଳବାନ୍ କଲା।


ପଞ୍ଚମ ପୁତ୍ର ଥିଲେ ଶଫଟୀୟ। ତାଙ୍କର ମାତା ଥିଲେ: ଅବିଟଲ୍। ଷଷ୍ଠ ପୁତ୍ର ଥିଲେ ଯିତ୍ରିୟମ। ତାଙ୍କର ମାତା ଇଗ୍ଲା, ଦାଉଦଙ୍କର ସ୍ତ୍ରୀ ଥିଲେ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।


Swiv nou:

Piblisite


Piblisite