Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:6 - ପବିତ୍ର ବାଇବଲ

6 ଶାଉଲ ବଂଶ ଓ ଦାଉଦ ବଂଶ ଯୁଦ୍ଧ ଲାଗିବା ସମୟରେ ଅ‌‌ବ୍‌‌ନର‌ ଶାଉଲଙ୍କ ଗୃହ ମଧ୍ୟରେ ନିଜକୁ ବଳବାନ୍ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

Gade chapit la Kopi

ଓଡିଆ ବାଇବେଲ

6 ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

Gade chapit la Kopi




2 ଶାମୁୟେଲ 3:6
10 Referans Kwoze  

ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ହୋଇପାରେ, ତୁମ୍ଭେ ନିଜକୁ ଦୃଢ଼ ଓ ଯୁଦ୍ଧ ନିମନ୍ତେ ସୁପ୍ରସ୍ତୁତ କରିପାର, କିନ୍ତୁ ପରମେଶ୍ୱର ହିଁ ତୁମ୍ଭକୁ ବିଜୟୀ କିଅବା ପରାଜୟୀ ହେବା ନିମନ୍ତେ ସାହାଯ୍ୟ କରି ପାରନ୍ତି।”


ତା'ପରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ ବାଲ୍ ମନ୍ଦିରକୁ ଗଲେ। ଯେହୂ ବାଲ୍ ମନ୍ଦିରର ଉପାସକମାନଙ୍କୁ କହିଲେ, “ଚତୁର୍ପାର୍ଶ୍ୱକୁ ଦେଖ! ଏଠାରେ ବାଲ୍ ପୂଜାରୀମାନଙ୍କ ଛଡ଼ା ଯେପରି ଆଉ କେହି ନ ଥାଏ। ଏଥିପାଇଁ ଖୋଜି ନିଶ୍ଚିତ ହୁଅ ଯେ, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ଦାସ ଏଠାରେ ନାହାନ୍ତି।”


ଷଷ୍ଠ ପୁତ୍ର ହେଲେ, ଯିତ୍ରିୟମ୍। ସେ ଦାଉଦଙ୍କର ସ୍ତ୍ରୀ ଇଗ୍ଲାର ପୁତ୍ର। ଏହିପରି ଛଅଟି ପୁତ୍ର ଦାଉଦଙ୍କର ହିବ୍ରୋଣରେ ଜନ୍ମ ହେଲେ।


ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା।


Swiv nou:

Piblisite


Piblisite