2 ଶାମୁୟେଲ 4:3 - ପବିତ୍ର ବାଇବଲ3 କିନ୍ତୁ ସମସ୍ତ ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ସେହି ସ୍ଥାନରେ ବାସ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ପ୍ରବାସ କରୁଅଛନ୍ତି।) Gade chapit laଓଡିଆ ବାଇବେଲ3 ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।) Gade chapit la |
ଇସ୍ରାଏଲୀୟମାନେ ଯେଉଁମାନେ ଯିଷ୍ରିୟେଲ ଉପତ୍ୟକାର ଅପରପାର୍ଶ୍ୱରେ ଓ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱରେ ବାସ କରୁଥିଲେ। ସେମାନେ ଦେଖିଲେ, ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ି ପଳାଉଛନ୍ତି। ଏବଂ ସେମାନେ ଦେଖିଲେ, ଶାଉଲ ଓ ତାଙ୍କର ପୁତ୍ରମାନେ ମରିଛନ୍ତି। ତେଣୁ ସେମାନେ ସମସ୍ତେ ସେ ସହର ପରିତ୍ୟାଗ କରି ଦୌଡ଼ି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସେହି ସହରକୁ ଆସିଲେ, ଓ ସେଠାରେ ବାସ କଲେ।
ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶତ୍ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।