2 ଶାମୁୟେଲ 4:6 - ପବିତ୍ର ବାଇବଲ6-7 ରେଖବ ଓ ବାନା ଈଶ୍ବୋଶତ୍ର ଗୃହରେ ପ୍ରବେଶ କଲେ, ସତେ ଯେପରି ସେମାନେ ଗହମ ନେବାକୁ ଆସିଛନ୍ତି। ଈଶ୍ବୋଶତ୍ ସେହି ସମୟରେ ତାଙ୍କର ଶୋଇବା ଘରେ ବିଛଣା ଉପରେ ବିଶ୍ରାମ ନେଉଥିଲେ। ସେହି ସମୟରେ ରେଖବ୍ ଓ ବାନା ତାଙ୍କର ପେଟରେ ଖଡ଼୍ଗ ଭୂଷି ହତ୍ୟା କଲେ ଓ ତାଙ୍କର ମୁଣ୍ଡ କାଟି ତାଙ୍କ ସହିତ ନେଇ ଆସିଲେ। ସେମାନେ ଯର୍ଦ୍ଦନ ଉପତ୍ୟକା ଦେଇ ରାତିସାରା ଗ୍ଭଲିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ୍ ଓ ତାହାର ଭାଇ ବାନା ପଳାଇ ଗଲେ। Gade chapit laଓଡିଆ ବାଇବେଲ6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ। Gade chapit la |
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦେଲା ନାହିଁ। ଏବଂ ଯୋୟାବ ସେହି ଖଡ଼୍ଗରେ ତା'ର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା। ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ। ସେଥିରେ ହିଁ ସେ ମରି ଯାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶୟ ବିଖ୍ରିର ପୁତ୍ର ପଛରେ ଗୋଡ଼ାଇବାକୁ ଆରମ୍ଭ କଲେ। ଯୋୟାବ ଓ ତା'ର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।