2 ଶାମୁୟେଲ 5:1 - ପବିତ୍ର ବାଇବଲ1 ତା'ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ। Gade chapit la |
ଇସ୍ରାଏଲ ଲୋକମାନେ ଉତ୍ତର ଦେଇ କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର ଦଶମାଂଶ ଅଧିକାର ଅଛି ମଧ୍ୟ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ଆମ୍ଭମାନଙ୍କ ଅଧିକାର ଅଧିକ। ତେବେ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ କାହିଁକି ନେଇ ନାହିଁ ଓ କାହିଁକି ଆମ୍ଭମାନଙ୍କୁ ହେୟଜ୍ଞାନ କଲ?” କିନ୍ତୁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଟାଣ ବାକ୍ୟ କହିଲେ। ଇସ୍ରାଏଲର ଲୋକମାନଙ୍କ ବାକ୍ୟଠାରୁ ଏମାନଙ୍କ ବାକ୍ୟ ଅଧିକ ଟାଣ ଥିଲା।