Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:14 - ପବିତ୍ର ବାଇବଲ

14 ଏହିସବୁ ପୁତ୍ର ଯେଉଁମାନେ ଯିରୁଶାଲମରେ ଦାଉଦଙ୍କ ଔରସରୁ ଜନ୍ମ ହେଲେ। ସେମାନେ ହେଲେ, ଶମ୍ମୂୟ, ଶୋବବ୍, ନାଥନ୍ ଓ ଶଲୋମନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି : ଯଥା :- ସମ୍ମୂୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ୍

Gade chapit la Kopi

ଓଡିଆ ବାଇବେଲ

14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା :- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ

Gade chapit la Kopi




2 ଶାମୁୟେଲ 5:14
9 Referans Kwoze  

ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।


ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)


ଯିରୁଶାଲମରେ ଜନ୍ମ ହୋଇଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମୁୟ, ଶୋବବ, ନାଥନ, ଶଲୋମନ,


ୟିଭର, ଇଲୀଶୂୟ, ନେଫଗ୍ ଓ ଯାଫିୟ,


ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।


ସମଗ୍ର ଦେଶ ଶୋକ କରିବ, ପ୍ରତ୍ୟେକ ପରିବାର ନିଜେ ନିଜେ ଶୋକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।


Swiv nou:

Piblisite


Piblisite