Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:17 - ପବିତ୍ର ବାଇବଲ

17 ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।

Gade chapit la Kopi




2 ଶାମୁୟେଲ 5:17
11 Referans Kwoze  

ଅନ୍ୟ ସମୟରେ ଦାଉଦ ଦୁର୍ଗରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ୟଦଳ ବୈ‌ଥ୍‌ଲେହମରେ ଥିଲେ।


ଆଉଥରେ, ଦାଉଦ ଦୁର୍ଗ ମଧ୍ୟରେ ଥିଲେ ଓ ପଲେଷ୍ଟୀୟ ସୈନ୍ୟମାନଙ୍କର ଏକ ଦଳ ବୈ‌ଥ୍‌ଲେହମରେ ଥିଲେ।


ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ।


ପଲେଷ୍ଟୀୟମାନେ ସେମାନଙ୍କର ସୈନ୍ୟସାମନ୍ତଙ୍କ ସହିତ ଅଫେକରେ ଏକତ୍ରିତ ହେଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ଝରଣା ନିକଟରେ ଛାଉଣି ସ୍ଥାପନ କଲେ।


ଇଲୀଶାମା, ଇଲୀୟାଦା ଓ ଇଲୀଫେଲଟ ନାମରେ ଜଣା।


ଦାଉଦ ଅରାମ, ମୋୟାବ, ଅମ୍ମୋନ, ପଲେଷ୍ଟୀୟ, ଅମାଲେକୀୟ ଏବଂ ସେ ମଧ୍ୟ ସୋବାର ରାଜା ରେହବର ପୁତ୍ର ହଦଦେଷରକୁ ପରାସ୍ତ କରିଥିଲେ।


ଏହା ପରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଳାନ୍ତ ହେଲେ।


ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ।


Swiv nou:

Piblisite


Piblisite