Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:21 - ପବିତ୍ର ବାଇବଲ

21 ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେସବୁ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

21 ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହିସବୁ ଦଗ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।

Gade chapit la Kopi




2 ଶାମୁୟେଲ 5:21
9 Referans Kwoze  

“ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପେ ବ୍ୟବହାର କରିବ। ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସଳକ ହାଣି ପକାଇବ। ପୁଣି ସେମାନଙ୍କ ଖୋଦିତ ପ୍ରତିମାସବୁ ଅଗ୍ନିରେ ଦ‌‌ଗ୍‌‌ଧ କରିବ।


ନବୂଖ‌ଦ୍‌ନିତ୍ସର ମିଶର ଦେଶସ୍ଥ ସମସ୍ତ ଦେବାଳୟରେ ଅଗ୍ନି ସଂଯୋଗ କରିବ। ସେ ସେଗୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନେଇଯିବ। ପୁଣି ମେଷପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସେହିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶରରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।


ଆଉ ମଧ୍ୟ ସେମାନେ ସେହି ଦେଶର ଦେବତାମାନଙ୍କୁ ଅଗ୍ନିରେ ନିକ୍ଷେପ କରିଛନ୍ତି। କାରଣ ସେମାନେ ପ୍ରକୃତ ଦେବତା ନୁହନ୍ତି। ମନୁଷ୍ୟ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସେମାନେ ସେଗୁଡ଼ିକୁ ବିନାଶ କରିଛନ୍ତି।


“ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ।


“ତୁମ୍ଭେମାନେ ନିଜ କର୍ମରେ ଓ ଧନ ସମ୍ପତ୍ତିରେ ନିର୍ଭର କରିଅଛ। ଏଣୁ ତୁମ୍ଭେମାନେ ଧରାଯିବ। ଆଉ କମୋଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।


ସେ ସେମାନଙ୍କର ପ୍ରତିମାଗୁଡ଼ିକୁ, ସେମାନଙ୍କର ଦେବଗଣଙ୍କୁ ଓ ସୁନା, ରୂପାର ମନୋହର ପାତ୍ରଗୁଡ଼ିକୁ ମିଶରକୁ ନେଇଯିବ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀୟ ରାଜାଙ୍କ ପାଇଁ ଆଉ ବିବ୍ରତ ହେବ ନାହିଁ।


Swiv nou:

Piblisite


Piblisite