Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:4 - ପବିତ୍ର ବାଇବଲ

4 ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।

Gade chapit la Kopi




2 ଶାମୁୟେଲ 5:4
7 Referans Kwoze  

ଯୀଶୁ ଉପଦେଶ ପ୍ରଦାନ କାର୍ଯ୍ୟ ଆରମ୍ଭ କରିବା ବେଳକୁ ତାହାଙ୍କୁ ପ୍ରାୟ ତିରିଶ୍ ବର୍ଷ ବୟସ ହୋଇଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ଯୋଷେଫଙ୍କ ପୁତ୍ର। ଯୋଷେଫ ଏଲୀଙ୍କ ପୁତ୍ର ଥିଲେ।


ହିବ୍ରୋଣ ପରିବାରର ଇତିହାସ ଦର୍ଶାଏ ଯେ, ଯିରିୟ ସେମାନଙ୍କର ନେତା ଥିଲେ। ଦାଉଦ ଗ୍ଭଳିଶ୍ ବର୍ଷ ବ୍ୟାପି ରାଜା ଥିବା ସମୟରେ ପାରିବାରିକ ଇତିହାସଗୁଡ଼ିକୁ ଅନୁସନ୍ଧାନ କରି ବଳବାନ୍ ଓ ଦକ୍ଷ ଲୋକମାନଙ୍କୁ ଖୋଜି ବାହାର କରିବାକୁ ଆଦେଶ ଦେଇଥିଲେ। ଗିଲିୟଦର ଯାସେର ସହରରେ ବାସ କରୁଥିବା ହିବ୍ରୋଣ ପରିବାର ମଧ୍ୟରେ ଏହିପରି କେତେଜଣ ଲୋକ ମିଳିଲେ।


ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।


ଦାଉଦ ହିବ୍ରୋଣରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହୋଇଥିଲେ। ଦାଉଦ ସେଠାରେ ସାତ ବର୍ଷ ଓ ଛଅମାସ ରାଜତ୍ୱ କଲେ ଏବଂ ତା'ପରେ ସେ ତେତିଶ ବର୍ଷ ଯିରୁଶାଲମରେ ରାଜତ୍ୱ କଲେ।


ଯୋଷେଫ ତିରିଶ୍ ବର୍ଷ ବୟସରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଛିଡ଼ା ହୋଇଥିଲେ। ଏହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।


Swiv nou:

Piblisite


Piblisite