Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:5 - ପବିତ୍ର ବାଇବଲ

5 ହିବ୍ରୋଣରେ ସେ ଯିହୁଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୁଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ଵ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ଵ କଲେ।

Gade chapit la Kopi

ଓଡିଆ ବାଇବେଲ

5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

Gade chapit la Kopi




2 ଶାମୁୟେଲ 5:5
7 Referans Kwoze  

ଦାଉଦ ଥିଲେ ହିବ୍ରୋଣର ରାଜା। ସେ ଯିହୁଦାର ପରିବାରବର୍ଗ ଉପରେ ସାଢ଼େ ସାତ ବର୍ଷ ଶାସନ କଲେ।


ଦାଉଦ ହିବ୍ରୋଣରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହୋଇଥିଲେ। ଦାଉଦ ସେଠାରେ ସାତ ବର୍ଷ ଓ ଛଅମାସ ରାଜତ୍ୱ କଲେ ଏବଂ ତା'ପରେ ସେ ତେତିଶ ବର୍ଷ ଯିରୁଶାଲମରେ ରାଜତ୍ୱ କଲେ।


ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।


ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା'ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”


ଇସ୍ରାଏଲର ସମସ୍ତ ନେତାମାନେ ହିବ୍ରୋଣରେ ରାଜା ଦାଉଦଙ୍କ ପାଖକୁ ଆସିଲେ। ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସହିତ ଏକ ଚୁକ୍ତି କଲେ। ତା'ପରେ ନେତାମାନେ ଦାଉଦଙ୍କୁ ଇସ୍ରାଏଲର ରାଜା ରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ଶାମୁୟେଲଙ୍କ ଭବିଷ୍ୟ‌ଦ୍‌ବାଣୀ ଅନୁସାରେ ଏହା ଅବଶ୍ୟ ଘଟିବ।


ମୁଁ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତା'ର ସ୍ତ୍ରୀମାନଙ୍କୁ ଦେଲି। ଇସ୍ରାଏଲ ଓ ଯିହୁଦାକୁ ଶାସନ କରିବା ପାଇଁ ମଧ୍ୟ ତୁମ୍ଭଙ୍କୁ ଦେଲି। ଯଦି ଏହା ଅଳ୍ପ ହେଲା, ତେବେ ମୁଁ ତୁମ୍ଭକୁ ଅଧିକ ଦେଇଥା’ନ୍ତି।


Swiv nou:

Piblisite


Piblisite