2 ଶାମୁୟେଲ 6:12 - ପବିତ୍ର ବାଇବଲ12 ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ପରମେଶ୍ଵରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ଵରଙ୍କ ସିନ୍ଦୁକ ଦାଉଦ-ନଗରକୁ ଆଣିଲେ। Gade chapit laଓଡିଆ ବାଇବେଲ12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ। Gade chapit la |