Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:13 - ପବିତ୍ର ବାଇବଲ

13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।

Gade chapit la Kopi

ଓଡିଆ ବାଇବେଲ

13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।

Gade chapit la Kopi




2 ଶାମୁୟେଲ 6:13
9 Referans Kwoze  

ମୋଶା ଯେଉଁପରି ଆଦେଶ ଦେଇଥିଲେ, ସେହିପରି ଭାବରେ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଲେବୀୟମାନେ ବିଶେଷ କାଷ୍ଠଦଣ୍ଡ ବ୍ୟବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସେହିପରି ସେମାନେ ନିୟମସିନ୍ଦୁକକୁ ବହି ନେଲେ।


ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକେ ନିୟମ-ସିନ୍ଦୁକ ସମ୍ମୁଖରେ ଏକତ୍ରିତ ହେଲେ ଓ ଅନେକ ଗାଈ ଓ ମେଷ, ବଳିଦାନ କଲେ। ସେମାନଙ୍କର ସଂଖ୍ୟା ଅଗଣନ ଥିଲା।


“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।


ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।”


ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍।


ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସେମାନଙ୍କର ପବିତ୍ର କାର୍ଯ୍ୟ ଥିଲା କାନ୍ଧରେ ଜିନିଷ ବହନ କରିବା।


ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ନିୟମ-ସିନ୍ଦୁକ ସମ୍ମୁଖରେ ଏକାଠି ହେଲେ। ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ମେଷ ଓ ଷଣ୍ଢଗୁଡ଼ିକୁ ହୋମବଳି ରୂପେ ବଳିଦାନ ଦେଲେ। ସେହି ବଳିକୃତ ମେଷ ଓ ଷଣ୍ଢ ସଂଖ୍ୟା ଏତେ ଥିଲା ଯେ, ତାକୁ କେହି ଗଣିପାରିଲେ ନାହିଁ।


“ତା'ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’


Swiv nou:

Piblisite


Piblisite