Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:2 - ପବିତ୍ର ବାଇବଲ

2 ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦାଉଦ ଓ ତାଙ୍କର ସଙ୍ଗୀଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ଵରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।

Gade chapit la Kopi




2 ଶାମୁୟେଲ 6:2
15 Referans Kwoze  

ତା'ପରେ ସେମାନେ ଲୋକମାନଙ୍କୁ ଶୀଲୋକୁ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। ସିନ୍ଦୁକର ଉପରେ କିରୂବ ଦୂତଗଣ ଥିଲେ। ସେମାନେ ପରମେଶ୍ୱରଙ୍କ ସିଂହାସନ ପରି ଏଲିଙ୍କର ଦୁଇପୁତ୍ର ହ‌ଫ୍‌ନି ଓ ପୀନହସ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଆସିଲେ।


ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।


ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା'ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ।


ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।


କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


“ମୋର ସନ୍ତାନଗଣ କୁହନ୍ତି, ‘ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।’”


ସେମାନଙ୍କୁ ଆଉ ଦୁଇଟି ସହର ଦିଆ ଯାଇଥିଲା। ସେଗୁଡ଼ିକ ହେଲା ରବ୍ବା ଏବଂ କିରିୟଥ୍-ବାଲ।


ସେ ଉଡ଼ୁଥିଲେ, ସେ କିରୁବଦୂତଗଣ ଉପରେ ଆରୋହଣ କରି ଉ‌ଡ୍‌ଡୀୟମାନ ହେଲେ। ସେ ବାୟୁର ପକ୍ଷ ଉପରେ ଦେଖାଗଲେ।


ତହୁଁ ସେମାନେ କିରିୟଥ୍-ଯିୟାରୀମୀୟ ନିକଟକୁ ଦୂତଗଣଙ୍କୁ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଫେରାଇ ଦେଇଛନ୍ତି। ତୁମ୍ଭେମାନେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକୁ ତୁମ୍ଭମାନଙ୍କର ନଗରକୁ ନେଇ ଯାଅ।”


ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।


Swiv nou:

Piblisite


Piblisite