2 ଶାମୁୟେଲ 6:22 - ପବିତ୍ର ବାଇବଲ22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା'ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି ମୁଁ ଏଥିରୁ ହିଁ ଆହୁରି ଲଘୁ ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି। Gade chapit laଓଡିଆ ବାଇବେଲ22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।” Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।