Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:3 - ପବିତ୍ର ବାଇବଲ

3 ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।

Gade chapit la Kopi




2 ଶାମୁୟେଲ 6:3
6 Referans Kwoze  

“ସେଥିପାଇଁ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର, ଦୁଇଟି ଯୁଆଳି ଯୋଗ୍ଭ ହୋଇ ନ ଥିବା ଦୁହାଳି ଗାଈ ଆଣ। ଏହିପରି ଦୁଇଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକି ଗୁହାଳରେ ଭର୍ତ୍ତି କର।


ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା'ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ।


ନିୟମସିନ୍ଦୁକକୁ କିପରି ବହି ନେବାକୁ ହେବ, ତାହା କ’ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଗ୍ଭରି ନ ଥିଲୁ? ତୁମ୍ଭେ କ’ଣ ଲେବୀୟମାନେ ତାହାକୁ ବହନ କରି ନ ଥିଲ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।”


ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ। ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।


Swiv nou:

Piblisite


Piblisite