Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:4 - ପବିତ୍ର ବାଇବଲ

4 ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ଵରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।

Gade chapit la Kopi

ଓଡିଆ ବାଇବେଲ

4 ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।

Gade chapit la Kopi




2 ଶାମୁୟେଲ 6:4
3 Referans Kwoze  

ଲୋକମାନେ ନିୟମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସେମାନେ ତାହାକୁ ଏକ ନୂତନ ଶଗଡ଼ ଗାଡ଼ିରେ ରଖିଲେ। ଉଷ ଓ ଅହିୟୋ ସେହି ଶଗଡ଼କୁ ଚଲାଇଲେ।


ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।


Swiv nou:

Piblisite


Piblisite