2 ଶାମୁୟେଲ 6:5 - ପବିତ୍ର ବାଇବଲ5 ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ। Gade chapit laଓଡିଆ ବାଇବେଲ5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ। Gade chapit la |