2 ଶାମୁୟେଲ 6:6 - ପବିତ୍ର ବାଇବଲ6 ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ଵରଙ୍କ ସିନ୍ଦୁକ ଧରିଲା। Gade chapit laଓଡିଆ ବାଇବେଲ6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା। Gade chapit la |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।