Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:9 - ପବିତ୍ର ବାଇବଲ

9 ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କ ବିଷୟରେ ଭୟ ପାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋʼ ନିକଟକୁ ଆସିବ?

Gade chapit la Kopi

ଓଡିଆ ବାଇବେଲ

9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋ’ ନିକଟକୁ ଆସିବ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”

Gade chapit la Kopi




2 ଶାମୁୟେଲ 6:9
12 Referans Kwoze  

ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।


“କିନ୍ତୁ ହେ ପରମେଶ୍ୱର, ତୁମ୍ଭେ କ’ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ୱର୍ଗ ଓ ସ୍ୱର୍ଗର ଉପରିସ୍ଥ ସ୍ୱର୍ଗ ଯେତେବେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତେବେ ମୋ’ ଦ୍ୱାରା ନିର୍ମିତ ଏକ ଛୋଟ ଗୃହ କ’ଣ ତୁମ୍ଭକୁ ଧାରଣ କରି ପାରିବ?


ଏବଂ ବୈ‌ଥ୍‌-ଶେମଶର ଲୋକମାନେ କହିଲେ, “ସଦାପ୍ରଭୁ ପବିତ୍ର ପରମେଶ୍ୱରଙ୍କ ଉପସ୍ଥିତିରେ କିଏ ଛିଡ଼ା ହୋଇପାରେ? ଏଠାରୁ କେଉଁଠାକୁ ଏହି ସିନ୍ଦୁକକୁ ନିଆଯିବ?”


ସେତେବେଳେ ମୁଁ ଭୟଭୀତ ହୋଇ କହିଲି, “ହାୟ! ହାୟ! ମୁଁ ନଷ୍ଟ ହୋଇଗଲି। କାରଣ ମୁଁ ଏତେ ଅପବିତ୍ର ଯେ, ପରମେଶ୍ୱରଙ୍କ ନିକଟରେ କହିବାକୁ ଅଯୋଗ୍ୟ। ପୁଣି ଏପରି ଅଶୁଚି ଲୋକମାନଙ୍କ ମଧ୍ୟରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅଯୋଗ୍ୟ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।”


ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା'ହେଲେ ସାରାର ପ୍ରକୃତ ସନ୍ତାନ ଅଟ।


ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।


ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’


Swiv nou:

Piblisite


Piblisite